[anugul-dhenkanal] - ଅବକାରୀ ଚଢାଉ, ୨ ଗିରଫ
ବଇଣ୍ଡା,୧୮।୧୦(ଡି.ଏନ.ଏ.)- ଆଠମଲ୍ଲିକ ଅବକାରୀ ବିଭାଗ ଗୁରୁବାର ବିଭିନ୍ନ ସ୍ଥାନରେ ଚଢାଉ କରି ମଦ ଜବତ କରିଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଠାକୁରଗଡ଼ ଥାନା ଟାପଢୋଲ ଗ୍ରାମର ସରତୀ ପ୍ରଧାନ, ସୁଶାନ୍ତ କୁମାର ପ୍ରଧାନ। ଉଭୟଙ୍କ ନିକଟରୁ ୩୦ଟି ବିଦେଶୀ ମଦ ବୋତଲ ସହ ୫ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଚଢାଉରେ ଅବକାରୀ ଇନ୍ସପେକ୍ଟର ସ୍ନେହଲତା ନାୟକ, ପ୍ରଫୁଲ୍ଲ କୁମାର ପତି, ରମାକାନ୍ତ ଚାନ୍ଦ, ମନୋଜ ବେହେରା ପ୍ରମୁଖ ସାମିଲ ଥିଲେ।

ଫୋଟୋ - http://v.duta.us/M1itMgAA
ରେଡ କଂପ୍ଲେଟ ନେବତ୍ସ ହେରେ — - http://v.duta.us/Sy1VuQAA